ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ଭକ୍ତଙ୍କ ପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ
ଆସନ୍ତାକାଲି ଗୁରୁବାର ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ପ୍ରାୟ ୪ ଘଣ୍ଟା ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ପାଇଁ ଦର୍ଶନ ବନ୍ଦ ରହିବ ।













Click it and Unblock the Notifications