ନିବେଶ ସମ୍ମିଳନୀର ଦ୍ବିତୀୟ ଦିନ ; ଦେଶର ପ୍ରମୁଖ ଉଦ୍ୟୋଗୀଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ

ମୁମ୍ବାଇରେ ଚାଲିଥିବା ନିବେଶକ ସମ୍ମିଳନୀର ଆଜି ଦ୍ୱିତୀୟ ଦିନ। ଦେଶର ପ୍ରମୁଖ ଉଦ୍ୟୋଗୀଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ପ୍ରଥମ ସେସନରେ ଆଦିତ୍ୟ ବିର୍ଲା ଗ୍ରୁପର ଚେୟାରମ୍ୟାନ ଶ୍ରୀ କୁମାର ମଙ୍ଗଲମ୍‌‌ ବିର୍ଲା ଓ ପାର୍ଲେ ଆଗ୍ରୋ ସିଇଓ ଏବଂ ଆଭାଡା ଗ୍ରୁପ୍‌‌ ସହ ବୈଠକ କରି ସାମ୍ନାସାମ୍ନି ଆଲୋଚନା କରିଛନ୍ତି।

mohan majhi

ମୁମ୍ବାଇରେ ବିଶିଷ୍ଟ ଶିଳ୍ପସଂସ୍ଥାର ସିଇଓଙ୍କୁ ଭେଟି ଆଜି ମୁଖ୍ୟମନ୍ତ୍ରୀ ରୋଡ ସୋ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+