Get Updates
Get notified of breaking news, exclusive insights, and must-see stories!

ଆଜିଠାରୁ ରାଜ୍ୟରେ ବଢିବ ଦିନ ତାପମାତ୍ରା

ଆଜିଠାରୁ ରାଜ୍ୟରେ ବଢିବ ଦିନ ତାପମାତ୍ରା । ୨ ରୁ ୩ ଡିଗ୍ରୀ ବଢ଼ିବ ଦିନ ତାପମାତ୍ରା । ଏନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ଗ୍ରୀଷ୍ମ ଆରମ୍ଭରୁ ତାତି ଅସମ୍ଭାଳ । ଗତ ୨୪ ଘଣ୍ଟା ମଧ୍ୟରେ ୩୭.୬ ଡିଗ୍ରୀ ସେଲସିୟସ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ସେହିଭଳି ରାୟଗଡ଼ାରେ ସର୍ବନିମ୍ନ ତାପମାତ୍ରା ୧୭.୪ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି ।

temperatures

ସେପଟେ ଆଗାମୀ ୨୪ ଘଣ୍ଟାରେ ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଜୁଳି ଘଡଘଡି ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ଏଥିପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+