ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା; ଏପ୍ରିଲ ୨୨ ଓ ୨୩ ତାରିଖରେ ମିଳିବ ସୁଭଦ୍ରା ଟଙ୍କା

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା । ଏପ୍ରିଲ ୨୨ ଓ ୨୩ ତାରିଖରେ ମିଳିବ ସୁଭଦ୍ରା ଟଙ୍କା । ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ । ସୁଭଦ୍ରା ଯୋଜନାରୁ ବାଦ ପଡ଼ିଛନ୍ତି ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବ ଟଙ୍କା । ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ମହିଳା ପ୍ରଥମ କିସ୍ତି ପାଇଛନ୍ତି ।

DcM big announcement regarding Subhadra

ସେହିଭଳି ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା । ପ୍ରଥମ କିସ୍ତିରେ ସରକାର ୫ ହଜାର ୩୨ କୋଟି ୯୩ ଲକ୍ଷ ୮୫ ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଛନ୍ତି । ଦ୍ଵିତୀୟ କିସ୍ତିରେ ୪ ହଜାର ୯୪୧ କୋଟି ୪ ଲକ୍ଷ ୬୦ ହଜାର ଟଙ୍କା ପଠାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+