ଚୌଦ୍ଵାର ଜେଲରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ
ଚୌଦ୍ଵାର ଜେଲରେ ବିଚାରଧୀନ କଏଦୀର ଆତ୍ମହତ୍ୟା । ନିଜ ୱାର୍ଡରେ ଥିବା ବେଳେ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା । ଜେଲ ୱାର୍ଡରୁ ଗୁରୁତର ଅବସ୍ଥାରେ ଉଦ୍ଧାର ପରେ ଏସସିବି ମେଡିକାଲକୁ ନିଆଯାଇଥିଲା । ସେଠାରେ ଡାକ୍ତର କଏଦୀଙ୍କୁ ମୃତ ଘୋଷଣା କରିଛନ୍ତି । ମୃତକ ବିଚାରଧିନ କଏଦୀ ହେଲେ କଟକ ଦରଘାବଜାର ଅଞ୍ଚଳର ମହମ୍ମଦ କଲିମ । ଗତ ଡିସେମ୍ୱର ୧୩ ତାରିଖରେ ଦରଘାବଜାର ଥାନା ପୁଲିସ ଦ୍ୱାରା ଗିରଫ ହୋଇ ଜେଲକୁ ଆସିଥିଲା ।













Click it and Unblock the Notifications