ଆଦିବାସୀ ହଷ୍ଟେଲରେ ବଢିଛି ଛାତ୍ରଛାତ୍ରୀଙ୍କ ମୃତ୍ୟୁ ; ବିଧାନସଭାରେ ସୂଚନା ଦେଲେ ମନ୍ତ୍ରୀ

ଆଦିବାସୀ ଆବାସିକ ହଷ୍ଟେଲରେ ବଢିଛି ଛାତ୍ରଛାତ୍ରୀଙ୍କ ମୃତ୍ୟୁ । ଏହି ସଂଖ୍ୟା ଗତ ଆଠ ମାସରେ ୨୬ ରେ ପହଁଚିଛି । ବିଧାୟକ ରଣେନ୍ଦ୍ର ସ୍ୱାଇଁଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି, SC ST ବିକାଶ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମୃତ ୨୬ ଜଣଙ୍କ ମଧ୍ୟରୁ ୬ ଜଣ ଆତ୍ମହତ୍ୟା କରି ଓ ୨୦ ଜଣ ଚିକିତ୍ସାଧୀନ ଅବସ୍ଥାରେ ହସ୍ପିଟାଲରେ ମୃତ୍ୟୁ ହୋଇଛି । ସର୍ବାଧିକ ମୃତ ରାୟଗଡା ଜିଲ୍ଲାରେ ହୋଇଥିବା ସୂଚନା ।

nityananda gond

ପୂର୍ବରୁ ରାୟଗଡାରେ ଆଦିବାସୀ ଛାତ୍ରଛାତ୍ରୀ ହଷ୍ଟେଲ ସୁବିଧା ପାଇବାରୁ ବଞ୍ଚିତ ହୋଇଥିବାର ଅନେକ ଥର ସେମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି । ହଷ୍ଟେଲ ଯୋଗୁଁ ପାଠ ପଢା କ୍ଷେତ୍ରରେ ସେମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ୍ନ ହୋଇଥିବା ମଧ୍ୟ ସାମ୍ନାକୁ ଆସିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+