କାଲି ସ୍ୱର୍ଗଦ୍ୱାରରେ ହେବ ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ବରିଷ୍ଠ ବିଜେପି ନେତା ଦେବେନ୍ଦ୍ର ପ୍ରଧାନଙ୍କର ଆଜି ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୮୩ ବର୍ଷ ହେଇଥିଲା ।
ଦିଲ୍ଲୀସ୍ଥିତ ପୁଅ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି । ଦେହାନ୍ତ ଖବର ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଧର୍ମେନ୍ଦ୍ରଙ୍କ ବାସଭବନରେ ପହଂଚି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ଆଜି ଅପରାହ୍ନ ୪ଟା ୩୦ ମିନିଟରେ ଦେବେନ୍ଦ୍ରଙ୍କ ପାର୍ଥିବ ଶରୀର ଓଡ଼ିଶାରେ ଆସି ପହଞ୍ଚିବ | ଢେଙ୍କାନାଳ ସାଂସଦ ରୁଦ୍ର ପାଣିଙ୍କ ସୂଚନା ମୁତାବକ ଆଜି ତାଙ୍କର ପାର୍ଥିବ ଶରୀର ଓଡିଶା ଆସିବ । ଆସନ୍ତାକାଲି ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications