କ୍ୟାମ୍ପସ୍ ପାଖରେ ନିଶା କାରବାର କରୁଥିବା ଲୋକଙ୍କୁ ବାନ୍ଧିବାକୁ ନିଷ୍ପତ୍ତି

ରାଜ୍ୟରେ ଚୋରା ନିଶା କାରବାର ରୋକିବାକୁ ଲୋକସେବା ଭବନରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ନିଶା ଚାଲାଣକାରୀ ନୁହେଁ, ମାଷ୍ଟରମାଇଣ୍ଡକୁ ଧରିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି । କ୍ୟାମ୍ପସ୍‍ ପାଖରେ ନିଶା କାରବାର କରୁଥିବା ଲୋକଙ୍କୁ ବାନ୍ଧିବାକୁ ନିଷ୍ପତ୍ତି ନିଆଯାଇଛି । ସ୍କୁଲ, କଲେଜ ଅଞ୍ଚଳରେ ନିଶା କାରବାର ରୋକିବାକୁ ପ୍ରାଧାନ୍ୟ ଦିଆଯିବ । ଏଥିପାଇଁ ବ୍ୟାପକ ଏନଫୋର୍ସମେଣ୍ଟ କରିବା ନେଇ ବୈଠକରେ ଆଲୋଚନା ହୋଇଛି । ଏହି ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ, ପ୍ରମୁଖ ଅଧିକାରୀ ଉପସ୍ଥିତ ରହିଥିଲେ ।

arrest
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+