ବରଗଡ଼ ଧନୁଯାତ୍ରା ପାଇଁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ନିଷ୍ପତ୍ତି

ବରଗଡ଼ ଧନୁଯାତ୍ରା ପାଇଁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ନିଷ୍ପତ୍ତି ।୨୦୦ କଳାକାରମାନଙ୍କୁ ୧୦ ହଜାର ଲେଖାଏଁ ସମ୍ମାନ ସୂଚକ ରାଶି ମିଳିବ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଅର୍ଥ ରାଶି ମଞ୍ଜୁର କରିଛି । ଚଳିତ ବର୍ଷ ଡ଼ିସେମ୍ବର ୨୪ରୁ ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଧନୁଯାତ୍ରା ହେବ। ଏଲଇଡି ପରଦା ମାଧ୍ୟମରେ ଧନୁଯାତ୍ରା ମହୋତ୍ସବର ହେବ ସିଧାପ୍ରସାରଣ। ବରଗଡ଼ ସହରର ପ୍ରମୁଖ ପ୍ରବେଶ ଦ୍ୱାରରେ ଧନୁଯାତ୍ରା ଥିମ୍‌ର ଗେଟ୍ ନିର୍ମାଣ ହେବ।ଧନୁଯାତ୍ରା ସମୟରେ ଭୁବନେଶ୍ୱର ଓ ପୁରୀରୁ ବରଗଡ଼କୁ ସ୍ୱତନ୍ତ୍ର ଟୁରିଷ୍ଟ ବସ୍‌ ଚାଲିବ।

Bargarh Dhanu Yatra
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+