Odisha News: ରାଜ୍ୟରେ ଆଜିଠୁ କମିବ ବର୍ଷାର ପରିମାଣ
Odisha News: ଆଜି ରାଜ୍ୟର ଅନେକ ସ୍ଥାନରେ ପାଗ ଶୁଖିଲା ରହିଛି । ଗଭୀର ଅବପାତ ଦୁର୍ବଳ ହୋଇ ୱେଲମାର୍କ ଲୋପ୍ରେସରରେ ପରିଣତ ହୋଇଛି ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ବର୍ତ୍ତମାନ ଏହା ମଧ୍ୟପ୍ରଦେଶ ମୁହାଁ ହେଉଛି । ଅନ୍ୟପଟେ ଆଜି ଓଡ଼ିଶାର ଅଧିକାଂସ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେଉଥିବା ବେଳେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ କମିବା ନେଇ ସୂଚନା ରହିଛି ।

ହେଲେ ଆସନ୍ତା ୧୭ ରୁ ୧୮ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ସୂଚନା ରହିଛି । ଅନ୍ୟପଟେ ଗତ କିଛି ଦିନ ହେବ ରାଜ୍ୟରେ ଲାଗି ରହିଥିବା ପ୍ରବଳ ବର୍ଷା ଯୋଗୁଁ ମାଲକାନଗିରି ଓ କୋରାଟ ଜିଲ୍ଲା ବିଶେଷ କ୍ଷୟକ୍ଷତି ହୋଇଛି ।
More From
-
ଅଯୋଧ୍ୟାରେ ଗୌତମ ଆଦାନୀଙ୍କ ଭକ୍ତି ଯାତ୍ରା, ଭାରତର ପରମ୍ପରାକୁ ଦେଲେ ନୂଆ ଗୌରବ -
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
Adani Ports ର ବଡ଼ ରେକର୍ଡ: 500 ମିଲିୟନ୍ ଟନ୍ କାର୍ଗୋ ପାର, 2030 ମଧ୍ୟରେ 1 ବିଲିୟନ୍ ଟନ୍ ଲକ୍ଷ୍ୟ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କଲା ୧୬ଟି ବିଭାଗୀୟ ପ୍ରସ୍ତାବ -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK -
ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା





Click it and Unblock the Notifications