ସୃଷ୍ଟି ହେଲା ଗଭୀର ଅବପାତ; ୧୨ ଘଣ୍ଟାରେ ବାତ୍ୟା ସମ୍ଭାବନା
ସୃଷ୍ଟି ହେଲା ଗଭୀର ଅବପାତ। ୧୨ ଘଣ୍ଟାରେ ବାତ୍ୟା ସମ୍ଭାବନା। ଶ୍ରୀଲଙ୍କା ପାର୍ଶ୍ଵବର୍ତ୍ତୀ ଭାରତ ମହାସାଗରରେ ସୃଷ୍ଟି ହେଲା ଅବପାତ। ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ କେନ୍ଦ୍ରୀଭୂତ। ଉତ୍ତର ଉତ୍ତରପଶ୍ଚିମକୁ ଗତି କରି ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ।













Click it and Unblock the Notifications