Get Updates
Get notified of breaking news, exclusive insights, and must-see stories!

ଭୁବନେଶ୍ବରରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜି ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ସ୍ୱାଗତ କରିଛନ୍ତି । ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦର ପରିସରରେ ଭବ୍ୟ ସ୍ୱାଗତ ପାଇଁ ପ୍ରସ୍ତୁତି କରାଯାଇଥିଲା ।

rajnath singh

ସୂଚନା ଅନୁସାରେ, ରାଜନାଥ ସିଂ ଭୁବନେଶ୍ୱରରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ଦଳୀୟ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ବୈଠକରେ ସେ ଦଳୀୟ ନେତା ଓ କର୍ମୀଙ୍କ ସହ ଆଗାମୀ ରଣନୀତି ଏବଂ ସାଂଗଠନିକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିବେ । ତାଙ୍କର ଏହି ଗସ୍ତକୁ ନେଇ ଦଳୀୟ କର୍ମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+