ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା

ପୁରୀରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ସିଂହଦ୍ବାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ, ସମ୍ବର୍ଦ୍ଧନା ଦିଆଯାଇଥିଲା । କଡ଼ା ସୁରକ୍ଷାରେ ପୁରୀ ଆସିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ । ମହାପ୍ରଭୁଙ୍କ ଦର୍ଶନ ପରେ ପୁରୀ ସାଂସଦ ସମ୍ବିତ ପାତ୍ରଙ୍କ ବାସଭବନକୁ ଯିବେ । ସାଙ୍ଗରେ ଅଛନ୍ତି ଦିଲ୍ଲୀର ଉପ-ମୁଖ୍ୟମନ୍ତ୍ରୀ ପରବେଶ ବର୍ମା ।

Rekha Gupta

ଗତକାଲି ସ୍ବର୍ଗତ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+