ଭୁବନେଶ୍ଵରରୁ ଯୁବକଙ୍କୁ ଉଠେଇନେଲା ଦିଲ୍ଲୀ ସ୍ପେଶାଲ ବ୍ରାଞ୍ଚ ପୋଲିସ
ରାଜଧାନୀରୁ ଜଣେ ଆତଙ୍କବାଦୀ ଗିରଫ। ୟୁନିଟ୍-୬ ଅଞ୍ଚଳରୁ ଏହି ଆତଙ୍କୀକୁ ଗିରଫ କରିଛି ଦିଲ୍ଲୀ ସ୍ପେଶାଲ ବ୍ରାଞ୍ଚ। ଗିରଫ କରାଯିବା ପରେ ସ୍ଥାନୀୟ ଏସ୍ଡିଜେଏମ୍ଙ୍କ କୋର୍ଟରେ ହାଜର କରି ଟ୍ରାଞ୍ଜିଟ୍ ରିମାଣ୍ଡରେ ନେଇଛି। ଏହି ଘଟଣା ପରେ ଅଧିକ ସତର୍କ ହୋଇଛି କମିଶନରେଟ୍ ପୁଲିସ୍ । ଏହି ଯୁବକ ଜଣଙ୍କ କିଛି ମାସ ହେବ ୟୁନିଟ୍-୬ ଅଞ୍ଚଳର ଏକ ଭଡ଼ା ଘରେ ରହୁଥିଲା । ସେ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଦେଶଦ୍ରୋହମୂଳକ ସ୍ଲୋଗାନ ପୋଷ୍ଟ କରୁଥିଲା । ଏହା ବାବଦରେ ଯବୁକଙ୍କ ପାଖକୁ ବିଭିନ୍ନ ସୂତ୍ରରୁ ଟଙ୍କା ଆସୁଥିଲା । ଏହି ଯୁବକ ଜଣଙ୍କ କେଉଁ ଉଦ୍ଦେଶ୍ୟରେ ଏପରି ଦେଶଦ୍ରୋହ କାମ କରୁଥିଲେ ତାହାର ଖୋଲତାଡ଼ କରିବ ଦିଲ୍ଲୀ ପୁଲିସ୍ ।

More From
-
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି , ୨୦୨୭ ଜାନୁଆରୀ ଯାଏଁ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ୍ କାର୍ଯ୍ୟକାଳ -
ମହାନଦୀ ଜଳ ବିବାଦ ମାମଲା : ଆଜି ଟ୍ରିବ୍ୟୁନାଲରେ ଗୁରୁତ୍ବପୂର୍ଣ୍ଣ ଶୁଣାଣି -
ଆଜି ସରିବ ବାହାର ରତ୍ନଭଣ୍ଡାର ଗଣତିମଣତି, ସୋମବାରଠୁ ଭିତର ଭଣ୍ଡାର ଗଣତି -
ଆଉ ସମ୍ଭାବନାର ରାଜ୍ୟ ନୁହେଁ , ଓଡିଶା ଏବେ ସମୃଦ୍ଧିର ସ୍ପର୍ଶ ଅନୁଭବ କରୁଛି- ମୁଖ୍ୟମନ୍ତ୍ରୀ -
ଆଜିଠୁ ମା' ତାରିଣୀଙ୍କ ଚଇତି ପର୍ବ, ସୁନାବେଶରେ ଦର୍ଶନ ଦେଉଛନ୍ତି ମାଆ -
ମେଟ୍ରୋ ପ୍ରକଳ୍ପ ବାତିଲ ହୋଇନି: ନଗର ଉନ୍ନୟନ ମନ୍ତ୍ରୀ -
ମେ’ ୯ ଯାଏ ଘୁଞ୍ଚିଲା ଓଟିଇଟି ଆବେଦନ, ମାସେ ବଢ଼ାଇଲା ବୋର୍ଡ... -
ଦିଲ୍ଲୀ ଗଲେ ନବୀନ ପଟ୍ଟନାୟକ -
ମେଟ୍ରୋ ପ୍ରକଳ୍ପ ବନ୍ଦ ନିଷ୍ପତ୍ତିର ପୁନର୍ବିଚାର ହେବ କି ? ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା -
ସଂସଦ ସଦସ୍ୟ ଭାବରେ ଶପଥ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର -
ପାକିସ୍ତାନ ବିଶ୍ୱାସଯୋଗ୍ୟ ନୁହେଁ : ଯୁଦ୍ଧ ଭିତରେ ଇସ୍ରାଏଲ ଓ ଇରାନ ମୁହଁରେ ଭାରତର ପ୍ରଶଂସା ! -
କ୍ୟାବିନେଟ୍ ବୈଠକରେ ୧୧ ପ୍ରସ୍ତାବ ଉପରେ ବାଜିଲା ମୋହର, ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ




Click it and Unblock the Notifications