ରାଜଧାନୀରେ ଘନ କୁହୁଡି ଯୋଗୁଁ ବିମାନ ଚଳାଚଳ ବାଧାପ୍ରାପ୍ତ
ନୂଆବର୍ଷରେ କଲବଲ ବିମାନ ଯାତ୍ରୀ । ଘନ କୁହୁଡି ପାଇଁ ଭୁବନେଶ୍ବର ବିମାନବନ୍ଦରରୁ ବାତିଲ ହେଉଛି ଗୋଟିଏ ପରେ ଗୋଟିଏ ବିମାନ । ଆଜି ସକାଳୁ ଦିଲ୍ଲୀ, ଅହମଦାବାଦ,କୋଲକତାକୁ ଉଡାଣ ଭରିବାକୁ ଥିବା ୩ଟି ବିମାନ ବାତିଲ ହୋଇଛି । ସେହିପରି ୧୫ଟି ବିମାନ ଉଡାଣ ସମୟ ବିଳମ୍ବିତ ହୋଇଛି । ପାଖାପାଖି ୪ଘଣ୍ଟା ଯାଏ ଅଧିକାଂଶ ବିମାନ ବିଳମ୍ବ ହୋଇଛି । ଯାହାକୁ ନେଇ ବିମାନ ଚଳାଚଳ ସଂସ୍ଥା ପକ୍ଷରୁ ଯାତ୍ରୀଙ୍କୁ ଅପଡେଟ ଦିଆଯାଇଛି । ତେଣୁ ଯାତ୍ରା ସମୟ ବଦଳି ଯାଇଥିବାରୁ ରାଜ୍ୟ ବାହାରକୁ ଯାଉଥିବା ଯାତ୍ରୀ ସମସ୍ୟାର ସାମ୍ନା କରିଛନ୍ତି । ଭୁବନେଶ୍ବର ଆକାଶରେ ଘନକୁହୁଡ଼ି ଯୋଗୁଁ ଦୃଶ୍ୟମାନ କ୍ଷମତା କମିଛି । ଏଣୁ ଗତକାଲି ବି ସକାଳ ସମୟରେ ଅବତରଣ କିମ୍ବା ଉଡ଼ାଣ ଭରିପାରୁନି ବିମାନ ।

More From
-
IPL ୨୦୨୬: ଆଜିଠୁ ଆଇପିଏଲ, ଡିପେଣ୍ଡିଂ ଚାମ୍ପିଅନ ଆରସିବିକୁ ଭେଟିବ ଏସ୍ଆରଏଚ୍ -
ମହଜୁଦ ଅଛି ପେଟ୍ରୋଲିୟମ ସାମଗ୍ରୀ ଓ ଗ୍ୟାସ, ନିୟମାବଳୀକୁ ପାଳନ କରିବାକୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର... -
ଜେଏଏଲ୍ ଅଧିଗ୍ରହଣ ପ୍ରକ୍ରିୟାକୁ ନେଇ ବେଦାନ୍ତର ଆପତ୍ତି, ଅଦାନି ପ୍ରସ୍ତାବକୁ ଆଇନସମ୍ମତ ବୋଲି ମାନ୍ୟତା ଦେଲେ କୋର୍ଟ ଓ CoC -
IPL 2026 : ଗୌହାଟୀରେ ଚେନ୍ନାଇ ବନାମ ରାଜସ୍ଥାନ, ଫୋକସରେ ବୈଭବ-ସଞ୍ଜୁ-ଜାଡେଜା, ଖେଳିବେନି ଧୋନୀ -
ଭାରତୀୟ ସେନାକୁ ସ୍ୱଦେଶୀ ପ୍ରହାର ଲାଇଟ୍ ମେସିନ୍ ଗନର ପ୍ରଥମ ବ୍ୟାଚ୍ ପ୍ରଦାନ କଲା ଆଦାନୀ ଡିଫେନ୍ସ -
IPL 2026: ଟସ୍ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ବ୍ୟାଟିଂ କରିବ KKR, ସୂର୍ଯ୍ୟ ପ୍ଲେଇଙ୍ଗ XIରୁ ଆଉଟ୍ -
ସଂଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ, ସବୁ ଜିଲ୍ଲାପାଳଙ୍କ ସହ କରିବେ ଆଲୋଚନା -
APSEZ ର ବଡ଼ ପଦକ୍ଷେପ: ଭାରତର ପ୍ରଥମ Port of Refuge ଆରମ୍ଭ




Click it and Unblock the Notifications