Odisha Weather: ଆହୁରୀ ୩ ଦିନ ଘନ କୁହୁଡି, ହାଲୁକା ବର୍ଷା ହେବାର ସମ୍ଭାବନା

Odisha Weather: ରାଜ୍ୟରେ ଆହୁରି ୩ ଦିନ ଘନ କୁହୁଡି ଲାଗି ରହିବ ଯେଉଁଥି ପାଇଁ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ପାଇଁ ଜଗତସିଂହପୁର, ଖୋର୍ଦ୍ଧା, କଟକ, ନୟାଗଡ଼ ଜିଲ୍ଲାକୁ ଘନ କୁହୁଡି ପାଇଁ ୱାର୍ଣ୍ଣି ଜାରି କରାଯାଇଛି । ସେହିପରି ୮ ତାରିଖ ପାଇଁ ୮ଟି ଜିଲ୍ଲା ଓ ୯ ତାରିଖ ପାଇଁ ୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

Odisha Weather

ସେହିପରି କିଛି କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+