ଆସନ୍ତା ଦୁଇ ଦିନ ଘନ କୁହୁଡ଼ି !, ଏହି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ରାଜ୍ୟରେ ପୁଣିଥରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାର କିଛି ଅଞ୍ଚଳରେ ଘନ କୁହୁଡ଼ି ଦେଖାଯିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଆସନ୍ତା ଦୁଇ ଦିନ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କନ୍ଧମାଳ ଏବଂ କୋରାପୁଟ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।












Click it and Unblock the Notifications