Get Updates
Get notified of breaking news, exclusive insights, and must-see stories!

ବାତ୍ୟା କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କଲା ଜଳ ସମ୍ପଦ ବିଭାଗ

ବାତ୍ୟା ଓ ବନ୍ୟା ଯୋଗୁଁ ଜଳସମ୍ପଦ ବିଭାଗର ୮୭ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି । ଏନେଇ ସରକାରଙ୍କୁ ପ୍ରାଥମିକ ଆକଳନ ରିପୋର୍ଟ ଦେଇଛି ବିଭାଗ।

ଭୁବନେଶ୍ୱର: ବାତ୍ୟା ଓ ବନ୍ୟା ଯୋଗୁଁ ଜଳସମ୍ପଦ ବିଭାଗର ୮୭ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି । ଏନେଇ ସରକାରଙ୍କୁ ପ୍ରାଥମିକ ଆକଳନ ରିପୋର୍ଟ ଦେଇଛି ବିଭାଗ।

Department of Water Resources

ବୃହତ ଜଳ ପ୍ରକଳ୍ପ ଓ ଲୁଣାବନ୍ଧରେ କ୍ଷତି ହୋଇଛି ୬୯.୧୮ କୋଟି। ଡ୍ରେନେଜରେ ୭.୬୬ କୋଟି। ଉଠା ଜଳସେଚନ ପ୍ରକଳ୍ପ ପ୍ରାୟ ୨.୬୩ କୋଟି । ମଧ୍ୟମ ପ୍ରକଳ୍ପରେ ୭.୦୮ କୋଟି କ୍ଷୟକ୍ଷତି ହୋଇଛି। ବାଲେଶ୍ୱରର ଏବେ ବି କିଛି ଅଞ୍ଚଳ ଜଳମଗ୍ନ ଥିବାରୁ ସମ୍ପୂର୍ଣ୍ଣ ଆକଳନ କରାଯାଇପାରିନି।

ଆସନ୍ତାକାଲି ସୁଦ୍ଧା ସ୍ଥିତି ସ୍ୱାଭାବିକ ହେବା ପରେ ଆକଳନ କରାଯିବ। ବର୍ତ୍ତମାନ ସୁଦ୍ଧା ଛୋଟ ଓ ବଡ଼ ଘାଇକୁ ମିଶାଇ ୩୫ଟି ଘାଇ ମରାମତି କରାଯାଇଛି। ମୋଟ ୭୭ ଘାଇ ହୋଇଛି। ବାଲେଶ୍ଵରରେ ଲୁଣବନ୍ଧ ବହୁ ମାତ୍ରାରେ ପ୍ରଭାବିତ ହୋଉଛି। ମୌସୁମୀ ବର୍ଷା ପୂର୍ବରୁ ଯୁଦ୍ଧକାଳୀନ ଭିତ୍ତିରେ ସବୁ ମରାମତି କରାଯିବ। ବନ୍ୟା ସ୍ଥିତିରେ ସୁଧାର ଆସୁଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+