ସୃଷ୍ଟି ହେଲା ଲଘୁଚାପ ; ବର୍ଷାରେ ଭିଜିବ ଏହି ସବୁ ଜିଲ୍ଲା, ସୂଚନା ଦେଲା ପାଣିପାଗ ବିଭାଗ

ଉତ୍ତର ବଙ୍ଗୋପସାଗରରେ ଓ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ । ଆଗାମୀ ୭ ଦିନ ରାଜ୍ୟର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।

rain

ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ ଓ କେନ୍ଦୁଝରରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ତେବେ ୧୦ ତାରିଖରୁ ବଢ଼ିବ ବର୍ଷାର ପରିମାଣ । ଓଡ଼ିଶା ଉପରେ ଲଘୁଚାପର ପ୍ରଭାବ ଅଧିକ ନରହିଲେ ମଧ୍ୟ ପାର୍ବଣରେ ଭିଜିପାରେ ଓଡ଼ିଶା । ସେପଟେ ମୌସୁମୀ ପ୍ରତ୍ୟାବର୍ତ୍ତନରେ ବିଳମ୍ବ ଯୋଗୁଁ ଗୁଳୁଗଳି ବଢୁଥିବା କଥା କହିଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+