ବଡ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ, କହିଲେ ବିବାହ ବିଚ୍ଛେଦ ରୋକିବାକୁ ଏଣିକି ପଦକ୍ଷେପ ନେବେ ରାଜ୍ୟ ସରକାର

ଦିନକୁ ଦିନ ରାଜ୍ୟରେ ବଢ଼ୁଛି ବିବାହ ବିଚ୍ଛେଦ ଘଟଣା। ଏହାକୁ ହ୍ରାସ କରିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ବିଚ୍ଛେଦ ରୋକିବାକୁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

prabhati parida

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ବିବାହ ପୂର୍ବରୁ କାଉନସେଲିଂ ସେଣ୍ଟର୍‌ରେ କାଉନସେଲିଂ କରାଯିବ। ରାଜ୍ୟର ବିଭିନ୍ନ ସ୍ଥାନରେ ଶୀଘ୍ର ମେଣ୍ଟାଲ ହେଲ୍ଥ କାଉନସେଲିଂ ସେଣ୍ଟର୍ ଖୋଲାଯିବ। ମାନସିକ ସ୍ଵାସ୍ଥ୍ୟକୁ ସୁଧାରିବା, ଛାଡ଼ପତ୍ର ରୋକିବା ଏବଂ ବିବାହକୁ ସଠିକ୍ ଭାବରେ ବୁଝିବା ପାଇଁ ଏହି ସେଣ୍ଟର୍ କାର୍ଯ୍ୟ କରିବ। ମଦର୍ସ କୋର୍ଟ କିମ୍ବା 'ମା'ର ଛାଟ' ନାମରେ ଏହାକୁ ନାମିତ କରାଯିବ। ଖୁବ୍ ଶୀଘ୍ର ଏହା ପ୍ରତିଷ୍ଠା ହେବା
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ବିବାହ ପୂର୍ବରୁ କାଉନସେଲିଂ ସେଣ୍ଟର୍‌ରେ କାଉନସେଲିଂ କରାଯିବ।

ରାଜ୍ୟର ବିଭିନ୍ନ ସ୍ଥାନରେ ଶୀଘ୍ର ମେଣ୍ଟାଲ ହେଲ୍ଥ କାଉନସେଲିଂ ସେଣ୍ଟର୍ ଖୋଲାଯିବ। ମାନସିକ ସ୍ଵାସ୍ଥ୍ୟକୁ ସୁଧାରିବା, ଛାଡ଼ପତ୍ର ରୋକିବା ଏବଂ ବିବାହକୁ ସଠିକ୍ ଭାବରେ ବୁଝିବା ପାଇଁ ଏହି ସେଣ୍ଟର୍ କାର୍ଯ୍ୟ କରିବ। ମଦର୍ସ କୋର୍ଟ କିମ୍ବା 'ମା'ର ଛାଟ' ନାମରେ ଏହାକୁ ନାମିତ କରାଯିବ। ଖୁବ୍ ଶୀଘ୍ର ଏହା ପ୍ରତିଷ୍ଠା ହେବା

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+