Get Updates
Get notified of breaking news, exclusive insights, and must-see stories!

ଓଡ଼ିଶାରେ ଅତ୍ୟାଧୁନିକ କାରାଭାନ ଟୁରିଷ୍ଟ ସେବାର ଶୁଭାରମ୍ଭ କଲେ ଉପ ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଅତ୍ୟାଧୁନିକ କାରା-ଭାନ ଟୁରିଷ୍ଟ ସେବାର ଶୁଭାରମ୍ଭ ହୋଇଛି । ଧଉଳି ପର୍ଯ୍ୟଟନ କ୍ଷେତ୍ରରୁ ୨ୟ ପର୍ଯ୍ୟାୟର ଏହା ଶୁଭାରମ୍ଭ ହୋଇଛି। VGF ଯୋଜନା ଦ୍ୱାରା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁଭାରମ୍ଭ କରିଛନ୍ତି ।
ଏହା ପର୍ଯ୍ୟଟନ କ୍ଷେତ୍ରରେ ଅତ୍ୟାଧୁନିକ ଓ ଆରାମଦାୟକ ସେବା ଯୋଗାଇବ। ଗାଡ଼ିରେ ଶୌଚାଳୟ ଠାରୁ ଶୋଇବା ସହ କିଚେନ ବ୍ୟବସ୍ଥା ରହିଛି। ହୀରାକୁଦ, ଦେବ୍ରିଗଡ଼, ଶିମିଳିପାଳ, ଚିଲିକା, ଭିତରକନିକାରେ ସେବା ମିଳିବ। ସାତକୋଶିଆ, ଦେଓମାଳି ଭଳି ପର୍ଯଟନ କ୍ଷେତ୍ରରେ ମଧ୍ୟ ସେବା ଉପଲବ୍ଧ ହେବ।

launches state-
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+