Get Updates
Get notified of breaking news, exclusive insights, and must-see stories!

ବଡ ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ; ଅଗଷ୍ଟ ୯ରେ ୧ କୋଟି ୨ ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା । ଅଗଷ୍ଟ ୯ରେ ୧ କୋଟି ୨ ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି । ୧ ଲକ୍ଷ ୮୮ ହଜାର ବଞ୍ଚିତ ହିତାଧିକାରୀଙ୍କ ପାଇଁ ପର୍ଯ୍ୟାୟ କ୍ରମେ ବ୍ୟବସ୍ଥା ହେବ । ଯୋଗ୍ୟ ହେଲେ ଅଗଷ୍ଟ ୯ ତାରିଖରେ ମିଳିବ ସୁଭଦ୍ରା କିସ୍ତି । ବଳକା ହିତାଧିକାରୀ ଯୋଗ୍ୟ ହେଲେ ମାର୍ଚ୍ଚ ୮ରେ ସମସ୍ତ କିସ୍ତିର ଅର୍ଥ ପାଇବେ । ଜିରୋ ଇନକମ୍ ଟ୍ୟାକ୍ସ ଦେଉଥିବେ, ୨.୫ ଲକ୍ଷରୁ ଊର୍ଦ୍ଧ୍ବ ରୋଜଗାର ଥିଲେ ସୁଭଦ୍ରା ମିଳିବନି' ।

subhadra yojana

କୋଟିଆରେ ଘରେ ଘରେ ସୁଭଦ୍ରା ଟଙ୍କା ପହଞ୍ଚିବ- ପ୍ରଭାତୀ ପରିଡ଼ା । ଏହା ପୂର୍ବରୁ କୋଟିଆ ଯାଇ ସୁଭଦ୍ରା ଏନ୍‌ରୋଲ୍‌ମେଣ୍ଟ ଚେକ୍‌ କରିବେ । ଅଗଷ୍ଟ ୯ କିସ୍ତି ମୁଖ୍ୟମନ୍ତ୍ରୀ କୋରାପୁଟ ଜୟପୁର ଗସ୍ତ କରି ପ୍ରଦାନ କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+