Get Updates
Get notified of breaking news, exclusive insights, and must-see stories!

ବଡ ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ; ୨୧ ବର୍ଷ ବୟସ ହୋଇଥିଲେ କାଲିଠୁ କରିବେ ସୁଭଦ୍ରା ଆବେଦନ

୨୧ ବର୍ଷ ବୟସ ହୋଇଥିଲେ କାଲିଠୁ ସୁଭଦ୍ରା ଆବେଦନ କରିପାରିବେ । ସୁଭଦ୍ରା ପୋର୍ଟାଲରେ ଅନଲାଇନ୍ ଆବେଦନ କରିପାରିବେ । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଯେଉଁମାନେ ୨୦ରୁ ୨୧ ବର୍ଷରେ ପହଞ୍ଚିଲେ ସେମାନେ ଆବେଦନ କରିପାରିବେ । ୨୧ ବର୍ଷ ହୋଇଥିଲେ ସୁଭଦ୍ରା ହିତାଧିକାରୀ ଭାବେ ଯୋଡ଼ି ହୋଇପାରିବେ । ଯେଉଁଠି ଆଚରଣ ବିଧି ଲାଗିଛି ସେ ଅଂଚଳକୁ ଛାଡ଼ି ଅନ୍ୟ ସମସ୍ତେ ପୋର୍ଟାଲ ବ୍ୟବହାର କରିପାରିବେ ।

Subhadra
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+