ବର୍ଷକର ରିପୋର୍ଟ କାର୍ଡ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କହିଲେ କଥା ଦେଇଥିଲେ..

ବର୍ଷକର ରିପୋର୍ଟ କାର୍ଡ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଉତ୍କର୍ଷ ନିମାପଡ଼ା ସମ୍ମିଳନୀ'ରେ ବର୍ଷକର ରିପୋର୍ଟ କାର୍ଡ ଦେଲେ । ନିର୍ବାଚନ ବେଳେ କଥା ଦେଇଥିଲି, ଅଫିସର୍ ଆପଣଙ୍କ ଦାଣ୍ଡକୁ ଯିବେ' । ୧୧ଟି ବିଭାଗର ୩୩ ଜଣ ଅଫିସର୍‌ଙ୍କୁ ସାମ୍ନାରେ ଆଣିଛି' ।

prabhati parida
'ଜଳ ନିଷ୍କାସନ, ସଡ଼କ ନିର୍ମାଣ, ମେଗା ପାନୀୟ ଜଳ ପ୍ରକଳ୍ପ ଉଦାହରଣ' । ୮ଟି ମନ୍ଦିରର ଉନ୍ନତିକରଣ ପାଇଁ ଅର୍ଥ ଅନୁମୋଦନ ହୋଇଛି' । '୧୭ ଲକ୍ଷ ଟଙ୍କା ବ୍ୟୟରେ ସ୍ବର୍ଗ ରଥ ପ୍ରଦାନ କରାଯାଇଛି'। ଶିକ୍ଷା ପାଇଁ ୨୨ କୋଟି, ଗମନାଗମନ ପାଇଁ ୧୪୬ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। 'ପାନୀୟ ଜଳ କ୍ଷେତ୍ରରେ ୨୧୩ କୋଟି ବ୍ୟୟ କରାଯାଇଛି'। ଉତ୍କର୍ଷ ନିମାପଡ଼ା ୨୦୩୬ ପାଇଁ ରୋଡ୍‌ମ୍ୟାପ୍‌ ନେଇ ଆଲୋଚନା'ହୋଇଛି ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+