ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ବଳଙ୍ଗା ପୀଡ଼ିତା ଏବେ ଦିଲ୍ଲୀସ୍ଥିତ ଏମ୍ସରେ ହେଉଛନ୍ତି ଚିକିତ୍ସିତ । ପୀଡ଼ିତାଙ୍କୁ ଭେଟିବା ସହ ଚିକିତ୍ସା ସମ୍ପର୍କରେ ଡାକ୍ତରଙ୍କଠାରୁ ପଚାରି ବୁଝିଥିଲେ ପ୍ରଭାତୀ । ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସୁଥିବା ଜଣାପଡ଼ିଛି ।

Parvathi Parida

ଗତ ଶନିବାର ପୀଡ଼ିତା ସାଙ୍ଗ ଘରକୁ ଯାଉଥିବାବେଳେ ୩ ଜଣ ଦୁର୍ବୃତ୍ତ ତାଙ୍କୁ ଟେକି ନେଇ ପେଟ୍ରୋଲ ଢାଳି ଦେହରେ ନିଆଁ ଲଗାଇ ଦେଇଥିଲେ । ପୀଡ଼ିତା ଚିକ୍ରାର କରିବା ପରେ ସ୍ଥାନୀୟ ଲୋକେ ସେଠାରେ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରିଥିଲେ । ଭୁବନେଶ୍ୱର ଏମ୍ସ ପରେ ପୀଡ଼ିତାଙ୍କୁ ଏୟାର ଲିଫ୍ଟ କରି ଦିଲ୍ଲୀ ଏମ୍ସ ନିଆଯାଇଥିଲା । ଯେଉଁଠାରେ ପୀଡ଼ିତାଙ୍କ ଚିକିତ୍ସା ଚାଲିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+