Get Updates
Get notified of breaking news, exclusive insights, and must-see stories!

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ ଘୋଷଣା; କହିଲେ ଆସନ୍ତା ୧୮ ତାରିଖ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା

ସୁଭଦ୍ରା ଯୋଜନାକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଆସନ୍ତା ୧୮ ତାରିଖ ଭିତରେ ସୁଭଦ୍ରା ଟଙ୍କା ମିଳିବା ନେଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ତାଙ୍କ ଭିତରୁ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି । ଯେଉଁମାନେ କି ପ୍ରଥମ ଥର ପାଇଁ ସୁଭଦ୍ରା କିସ୍ତି ପାଇବେ ।

prabhati

ତେବେ ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି । ସେମାନେ ଏଥର ଏକାବେଳକେ ଦୁଇଟି କିସ୍ତିର ଟଙ୍କା ପାଇବେ । ମିଳିଥିବା ସୂଚନା ଅନୁସାରେ, ଅଭିଯୋଗ ଶୁଣାଣି ପରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଥିବା ନେଇ ଉପ-ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+