୫ ଦିନିଆ ୫ ଜିଲ୍ଲା ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା; ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମରେ ଯୋଗ ଦେବେ
୫ ଦିନିଆ ୫ ଜିଲ୍ଲା ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ସୋନପୁର ଗସ୍ତ କାର୍ଯ୍ୟକ୍ରମ ।
ପ୍ରଥମ ଦିନରେ କୋରାପୁଟ ଜୟପୁରରେ ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ । ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଓ ସୁଭଦ୍ରା ଯୋଜନାର ସମୀକ୍ଷା କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଭାତୀ ପରିଡ଼ା ।













Click it and Unblock the Notifications