ଏହି ବିଶେଷ କାମ ପାଇଁ ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଓଡ଼ିଶାରେ ବିଦେଶୀ ପର୍ଯ୍ୟଟକ ସଂଖ୍ୟା କମିଛି । ତେଣୁ ବିଦେଶୀ ପର୍ଯ୍ୟଟକଙ୍କୁ ଓଡ଼ିଶା ଆସିବାକୁ ଆକୃଷ୍ଟ କରିବା ପାଇଁ ଲଣ୍ଡନ ଯିବେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ବିଦେଶୀ ପର୍ଯ୍ୟଟକଙ୍କୁ ଓଡ଼ିଶାକୁ ଆକୃଷ୍ଟ କରିବା ପାଇଁ ଲଣ୍ଡନକୁ ୭ ଦିନିଆ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ରାଜ୍ୟର ବରିଷ୍ଠ ପ୍ରଶାସନିକ ଅଧିକାରୀ ।

prabhati parida

ପ୍ରଧାନମନ୍ତ୍ରୀଙ୍କ 'ଚଲୋ ଆପନା ଦେଶ' ସ୍ଲୋଗାନ ଆଧାରରେ ବିଦେଶରେ ରହୁଥିବା ଓଡ଼ିଆ ଲୋକଙ୍କ ସହ ଦେଶର କୋଣ ଆନୁକୋଣରୁ ବିଦେଶରେ ରହୁଥିବା ଲୋକଙ୍କ ସହ ଆଲୋଚନା କରିବେ । ଭବିଷ୍ୟତରେ କିଭଳି ଓଡ଼ିଶାକୁ ବିଦେଶୀ ପର୍ଯ୍ୟଟକ ମାନେ ଆସିବେ ସେ ନେଇ ବିଭିନ୍ନ ପଦକ୍ଷେପ ନେବା ଦିଗରେ ସରକାର କାର୍ଯ୍ୟ କରିବା ଆରମ୍ଭ କରିଛନ୍ତି ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି । ଭିତ୍ତିଭୂମିର ବିକାଶ ପାଇଁ ପୁଞ୍ଜିର ଆବଶ୍ୟକତା ରହିଛି । ସେ ସମ୍ବନ୍ଧରେ ମଧ୍ୟ କଥାବାର୍ତ୍ତା ହେବେ । ଏହି ଟୁର୍ ସଫଳ ହେବ । ଯେଉଁ ସର୍ଭିସ୍ ସେକ୍ଟରର ଗ୍ରୋଥ୍ ହେଲେ ଓଡ଼ିଶାର ଅର୍ଥନୈତିକ ବିକାଶ ହେବ ବୋଲି ଆଶା ଅଛି ଏହା ମୂଳଦୁଆ ପକାଇବ ବୋଲି ପ୍ରଭାତୀ ପରିଡା କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+