'ସୁଭଦ୍ରା' ଯୋଜନା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ କାଉଣ୍ଟର; ୧.୮ କୋଟି ମହିଳା ହେବେ ସାମିଲ
'ସୁଭଦ୍ରା' ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ କାଉଣ୍ଟର। ରାଜ୍ୟରେ ୨୧ରୁ ୬୦ ବୟସ୍କ ମହିଳାଙ୍କ ସଂଖ୍ୟା ୨ କୋଟି ୨୫ ଲକ୍ଷ । ସ୍ବଚ୍ଛଳ ବର୍ଗଙ୍କୁ ଛାଡ଼ିଦେଲେ ୨୧ରୁ ୬୦ ବର୍ଷର ମହିଳାଙ୍କ ସଂଖ୍ୟା ପାଖାପାଖି ୧ କୋଟି । ୧ କୋଟି ୮ ଲକ୍ଷ ମହିଳାଙ୍କୁ 'ସୁଭଦ୍ରା' ଯୋଜନାରେ ସାମିଲ କରାଯିବ । ଯଦି ଆଉ କିଛି ମହିଳା ପାଇବେନି ବୋଲି ବିଜେଡି ଅନୁଭବ କରେ ।
ମୋତେ ଚିଠା ପଠେଇବେ, ମୁଁ ସମସ୍ତଙ୍କୁ ଦେବି ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା । ଲଲିପପ୍ ଦେଖାଉଥିବା ଲୋକଙ୍କୁ ଲଲିପପ୍ ଦେଖାଯାଏ, ବିଜେପି ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଛନ୍ତି ।













Click it and Unblock the Notifications