ଶିବରାତ୍ରିରେ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ମନ୍ଦିର ବିକାଶ ପାଇଁ ୧୦କୋଟି
ଆଜି ଶିବରାତ୍ରୀ ଅବସରରେ ଉପମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଆରଡି ଆଖଣ୍ତଳମଣି ମନ୍ଦିର ବିକାଶ ପାଇଁ ୧୦କୋଟି ଘୋଷଣା କରାଯାଇଛି । ଆଜି ଆଖଣ୍ତଳମଣିଙ୍କ ଦର୍ଶନ କରିବା ସହ ପୀଠର ବିକାଶ ପାଇଁ ୧୦କୋଟି ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ।

ସୂଚନା ଅନୁସାରେ, ପରିକ୍ରମା ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ ରୂପ ଦେବା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ଉନ୍ନୟନ ପାଣ୍ଠିରୁ ୧୦ କୋଟି ଟଙ୍କା ମନ୍ଦିରକୁ ପ୍ରଦାନ କରୁଛନ୍ତି । ଏନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୂଚନା ଦେଇଛନ୍ତି ।












Click it and Unblock the Notifications