ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା
କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କୋଟିଏ ୨ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା' । ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ'। ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ଟଙ୍କା ପାଇବେ । ସୁଭଦ୍ରା ହିତାଧିକାରୀଙ୍କ ତାଲିକା ବଦଳିବା ଏକ ନିରନ୍ତର ପ୍ରକ୍ରିୟା'। ଯେଉଁମାନଙ୍କୁ ୨୧ ହେବ ସାମିଲ୍, ୬୦ ଟପିଲେ ପେନସନ୍ ଲିଷ୍ଟକୁ ଯିବେ' ।













Click it and Unblock the Notifications