ରାଜ୍ୟର ୫୮ଟି ସବଡିଭିଜନ୍ରେ ହେବ ଶୀତଳଭଣ୍ଡାର
ରାଜ୍ୟ ବିଧାନସଭା ଶୀତାକାଳୀନ ଅଧିବେଶନର ଆଜି ଦ୍ୱିତୀୟ ଦିନ । ଆଜି ବୈଠକ ଆରମ୍ଭରେ ଚାଲିଥିବା ପ୍ରଶ୍ନକାଳରେ ଏକ ଭଲ ଖବର ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଦନ ସିଂଦେଓ ।କେ.ଭି ସିଂହଦେଓ କହିଛନ୍ତି କି, ରାଜ୍ୟର ୫୮ ଟି ସବଡିଭିଜନରେ ଶୀତଳଭଣ୍ଡାର ନିର୍ମାଣ ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି।
ଏହି ଶୀଳତଭଣ୍ଡାରଗୁଡ଼ିକ ପିପିପି ମୋଡରେ ନିର୍ମାଣ କରାଯିବ। ଯଦି ଆଉ ଶୀତଳଭଣ୍ଡାରର ଆବଶ୍ୟକତା ସରକାର ଅନୁଭବ କରନ୍ତି, ତେବେ ପିପିପି ମୋଡରେ ହାଇବ୍ରିଡ କୋଲଡ ଷ୍ଟୋରେଜ ନିର୍ମାଣ ପାଇଁ ଯୋଜନା କରାଯିବ। ଏକ ପ୍ରଶ୍ନର ଉତ୍ତର ଦେଇ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ କହିଛନ୍ତି କି, ରାଜ୍ୟର ୫୮ ଟି ସବଡିଭିଜନରେ ଶୀତଳଭଣ୍ଡାର ନିର୍ମାଣ ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି।

ଏହି ଶୀଳତଭଣ୍ଡାରଗୁଡ଼ିକ ପିପିପି ମୋଡରେ ନିର୍ମାଣ କରାଯିବ। ଯଦି ଆଉ ଶୀତଳଭଣ୍ଡାରର ଆବଶ୍ୟକତା ସରକାର ଅନୁଭବ କରନ୍ତି, ତେବେ ପିପିପି ମୋଡରେ ହାଇବ୍ରିଡ କୋଲଡ ଷ୍ଟୋରେଜ ନିର୍ମାଣ ପାଇଁ ଯୋଜନା କରାଯିବ ବୋଲି କେ.ଭି ସିଂହଦେଓ ସୂଚନା ଦେଇଛନ୍ତି ।












Click it and Unblock the Notifications