ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା
ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ସମୁଦାୟ ୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା । ୧ ଲକ୍ଷ ୭୮ ହଜାର ୩୯୮ ଜଣ ନୂଆ ହିତାଧିକାରୀଙ୍କୁ ସାମିଲ କରାଯାଇଥିବାରୁ ସେମାନେ ପାଇବେ ପ୍ରଥମ କିସ୍ତି । ସେହିଭଳି ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ୫୫ ହଜାର ୨୬୫ ଜଣଙ୍କୁ ସାମିଲ କରାଯାଇଛି ।

ସେମାନେ ଏକାଥରକେ ପାଇବେ ଦୁଇଟି କିସ୍ତି। ସେହିପରି ଅଭିଯୋଗ ଶୁଣାଣିରେ୨୪ ହଜାର୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି। ଏଥିପାଇଁ ୨୫୦ କୋଟି ଟଙ୍କାର ସହାୟତା ରାଶି ଖାତାକୁ ଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ।
More From
-
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ଆଜିଠୁ୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି -
ସରକାରଙ୍କ ବଡ଼ ନିଷ୍ପତ୍ତି, ତୃତୀୟ ସନ୍ତାନ ଜନ୍ମ କଲେ ମିଳିବ ୨୫ ହଜାର -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ -
ନେପାଲରେ ବାଲେନ ଶାହ ସରକାର ! -
ଖେମିନିଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ ଇସ୍ରାଏଲକୁ ଧମକ, ଇସ୍ରାଏଲୀକୁ ସିଧାସଳଖ ଚେତାବନୀ -
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ପୁଣି ବଦଳିଲା ସୁନା-ରୁପା ଦର : ଆଜି ଏତିକି.... -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ରବିବାର ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ ଫାଇଟ୍; ଅପରାହ୍ଣ ୫.୩୦ରେ ଆରମ୍ଭ ହେବ ଉଦଯାପନୀ ଉତ୍ସବ












Click it and Unblock the Notifications