ପୁରୀ ଦଳାଚକଟା ଘଟଣାର ରିପୋର୍ଟ ଦାଖଲ କଲେ ଉନ୍ନୟନ କମିଶନର
ପୁରୀ ଶରଧାବାଲି ଦଳଚକଟା ଘଟଣା । ମୁଖ୍ୟମନ୍ତ୍ରୀଙ୍କୁ ତଦନ୍ତ ରିପୋର୍ଟ ଦେଲେ ଉନ୍ନୟନ କମିଶନର । ପୁରୀ ଶରଧାବାଲି ଦଳାଚକଟା ଘଟଣାରେ ତଦନ୍ତ ପରେ ରିପୋର୍ଟ ପ୍ରଦାନ କଲେ । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ରିପୋର୍ଟ ଦେଲେ ଅନୁ ଗର୍ଗ ।

ଶରଧା ବାଲି ଅଘଟଣ ପରେ ତଦନ୍ତ କରି ମାସକ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଧେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଗତକାଲି ଏହାର ଡେଡଲାଇନ ଶେଷ ହୋଇଛି । ସୂଚନାମୁତାବକ, ରଥଯାତ୍ରାରେ ସମୟରେ ଦଳାଚକଟାରେ ୩ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିଲା ।
More From
-
ସମ୍ରାଟ ଚୌଧୁରୀ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ହେଲେ ବିଧାୟକ ଦଳ ନେତା -
ଆଲୋଚନା ବିଫଳ ପରେ ବଢ଼ିଲା ଟେନସନ୍, ଇରାନ ବନ୍ଦରକୁ ସାମୁଦ୍ରିକ ପରିବହନ ବନ୍ଦ କରିବ ଆମେରିକା -
୭୮ ବର୍ଷ ବୟସରେ ପାଦ ଥାପିଲା ଭୁବନେଶ୍ୱର, ସମୟ ସହ ବଦଳିଛି.. -
ରାଜ୍ୟରେ ଲାଗୁହେଲା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ ଅଧିନିୟମ-୨୦୨୬ -
Adani Energyର ବଡ଼ ପଦକ୍ଷେପ; ମୁମ୍ବାଇକୁ ମିଳିଲା କ୍ଲିନ୍ ଏନର୍ଜି ବୁଷ୍ଟ, 1000 MW ପାୱାର୍ ଲିଙ୍କ ଚାଲୁ -
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗା ଦର୍ଶନ -
ଆଜିଠୁ ଭିତର ରତ୍ନଭଣ୍ଡାରରେ ହେବ ଗଣତିମଣତି -
ଆଜି ଆଶାତାଇଙ୍କ ଶେଷକୃତ୍ୟ -
ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି, ମହାପ୍ରଭୁଙ୍କୁ ଦର୍ଶନ କରିବେ ହଜାର ହଜାର ସଂଖ୍ୟାର ଭକ୍ତ -
ବକେୟା ବିଲ୍ ଥିଲେ ବି ବିଦ୍ୟୁତ୍ କାଟ ନୁହେଁ : ଶକ୍ତି ମନ୍ତ୍ରୀଙ୍କ ନିର୍ଦ୍ଦେଶ -
IPL 2026 : ସନ୍ଧ୍ୟାରେ ବେଙ୍ଗାଲୁରୁ-ଲକ୍ଷ୍ନୌ ଟକ୍କର -
Adani Green Energy Limited ESG ରେଟିଂରେ ନମ୍ବର 1—87.3 ସ୍କୋର ସହ ଦେଶରେ ଶୀର୍ଷରେ








Click it and Unblock the Notifications