ରଙ୍ଗ ମାରିଲେ ବିକାଶ ହୁଏନି, ରାଜ୍ୟବାସୀଙ୍କୁ କେବଳ ଡବଲ୍ ଧୋକା ମିଳିଛି', ପୁଣି ଟାର୍ଗେଟ କଲେ ନବୀନ

ନୂଆପଡ଼ାରେ ଶାସକ ଦଳକୁ ଶାଣିତ ଟାର୍ଗେଟ କଲେ ନବୀନ । ପୁଣି 'ବେଇମାନ' କଥା ଉଠାଇ ଟାର୍ଗେଟ କଲେ ନବୀନ । ୩୦୦ ୟୁନିଟ୍ ମାଗଣା ବିଜୁଳି ଓ ୩୫୦୦ ଟଙ୍କାର ପେନସନ୍ ମିଳିଲା କି । ଚାଷୀଙ୍କୁ ୟୁରିଆ ସାର ଓ ଯୁବବର୍ଗଙ୍କୁ ଚାକିରି ମିଳିଲା କି'। ମିଶନ ଶକ୍ତି ମହିଳାଙ୍କୁ ଋଣ ମିଳିଲା କି, କଟ୍‌ନୀ ଛଟନୀ ବନ୍ଦ ହେଲା କି' । 'ରଙ୍ଗ ମାରିଲେ ବିକାଶ ହୁଏନି, ରାଜ୍ୟବାସୀଙ୍କୁ କେବଳ ଡବଲ୍ ଧୋକା ମିଳିଛି' ।

Naveen

ଆୟୁଷ୍ମାନ କାର୍ଡରେ କେବଳ ଟେନସନ୍ ମିଳିଲା ବୋଲି କହିଛନ୍ତି ନବୀନ । ଏମାନେ ମିଛି କହି ସରକାର କରିପାରନ୍ତି, ପ୍ରାର୍ଥୀ ବି ଚୋରି କରିପାରନ୍ତି । କିନ୍ତୁ ଭୋଟରଙ୍କ ହୃଦୟ କେବେ ବି ଜିତିପାରିବେ ନାହିଁ ବୋଲି କହିଛନ୍ତି ନବୀନ । ଆଜି ବି ଆପଣଙ୍କ ଆଖିରେ ଦୁଃଖ ଓ କ୍ରୋଧ ଦେଖିପାରୁଛି ନବୀନ। ଆପଣଙ୍କ ସହ, ବିଜେଡି ଓ ମୋ ସହ କିପରି ବେଇମାନି କରାଗଲା ଭଲ ଭାବେ ଜାଣନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+