ନୂଆବର୍ଷରେ ପୁରୀରେ ଅସମ୍ଭାଳ ଭିଡ଼, ସିଂହଦ୍ବାର ସମ୍ମୁଖ ବ୍ୟାରିକେଡ୍ ଭାଙ୍ଗିଲେ ଭକ୍ତ

ନୂଆବର୍ଷରେ ପୁରୀରେ ଅସମ୍ଭାଳ ଭିଡ଼। ଲକ୍ଷାଧିକ ଭକ୍ତଙ୍କ ସମାଗମ ଯୋଗୁ ଠେଲାପେଲା ସ୍ଥିତି । ସିଂହଦ୍ବାର ସମ୍ମୁଖ ବ୍ୟାରିକେଡ୍ ଭାଙ୍ଗିଛନ୍ତି ଲୋକ । ପୋଲିସକୁ ଧକ୍କା ଦେଇ ଶ୍ରୀମନ୍ଦିରକୁ ଧସେଇ ପଶିଛନ୍ତି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରମନ୍ଦିର ନିକଟ ଜନସମୁଦ୍ର ପାଲଟିଛି । ରାତି ଅଧରୁ ଭିଡ଼ ଜମାଇଛନ୍ତି ଶ୍ରଦ୍ଧାଳୁ । ଭକ୍ତଙ୍କ ପାଇଁ ରାତି ଅଧରେ ପହଡ଼ ଖୋଲିଥିଲା ।

Puri on New Year

ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ପର୍ଯ୍ୟନ୍ତ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। କେବଳ ସିଂହଦ୍ବାର ଦେଇ ଭକ୍ତଙ୍କୁ ମନ୍ଦିର ପ୍ରବେଶ ପାଇଁ ଅନୁମତି ମିଳୁଛି ଅନ୍ୟ ୩ ଦ୍ବାର ଦେଇ ପ୍ରସ୍ଥାନ କରିହେବ । ଭିଡ଼ ନିୟନ୍ତ୍ରଣ ପାଇଁ ୬୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+