ଶ୍ରୀପଞ୍ଚମୀରେ ଶ୍ରୀଜିଉଙ୍କୁ ୪ କେଜି ୮୫୮ ଗ୍ରାମ ସୁନା ଦାନ କଲେ ଭକ୍ତ
ମହାପ୍ରଭୁଙ୍କ ସୁବର୍ଣ୍ଣବେଶ ପାଇଁ ଜଣେ ଦାତା ଦେଲେ ସ୍ବର୍ଣ୍ଣ ଅଳଙ୍କାର । ୪ କେଜି ୮୫୮ଗ୍ରାମ ସୁନା ଓ ୩ କେଜି ୮୭୬ ଗ୍ରାମ ରୁପାରେ ହୋଇଛି ଅଳଙ୍କାର ।
ପୁରୀ: ଶ୍ରୀପଞ୍ଚମୀରେ ଜଣେ ଦାତାଙ୍କ ପକ୍ଷରୁ ଶ୍ରୀଜିଉଙ୍କୁ ସ୍ୱର୍ଣ୍ଣ ଅଳଙ୍କାର ଦାନ । ମହାପ୍ରଭୁଙ୍କ ସୁବର୍ଣ୍ଣବେଶ ପାଇଁ ଜଣେ ଦାତା ଦେଲେ ସ୍ବର୍ଣ୍ଣ ଅଳଙ୍କାର । ୪ କେଜି ୮୫୮ଗ୍ରାମ ସୁନା ଓ ୩ କେଜି ୮୭୬ ଗ୍ରାମ ରୁପାରେ ହୋଇଛି ଅଳଙ୍କାର ।

ଏଥିରେ ଶ୍ରୀବଳଭଦ୍ରଙ୍କ ୪୦ଟି ଶ୍ରୀମୁଖ ପଦ୍ମ, ୨ ଝୋବା ରହିଛି । ଏହି ସ୍ୱର୍ଣ୍ଣ ଅଳଙ୍କାର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପହଞ୍ଚିଛି।

More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications