ପୁଣି ଫେରିଲେ ସାରଥୀ ! ଜନ୍ମାଷ୍ଟମୀରେ ଅନୁଗତଙ୍କ ପୂଜାର୍ଚ୍ଚନା
ପୁଣି ଫେରିଲେ ଆତ୍ମଘୋଷିତ ବାବା ସାରଥୀ ! ଜନ୍ମାଷ୍ଟମୀରେ ଅନୁଗତ କଲେ ପୂଜାର୍ଚ୍ଚନା । ସିଂହାସନରେ ଭଗବାନ ଶ୍ରୀକୃଷ୍ଣଙ୍କ ମୂର୍ତ୍ତି ସହ ସାରଥୀଙ୍କ ଫଟୋ ରଖି ପୂଜାର୍ଚ୍ଚନା କରାଯାଉଥିବା ଦେଖିବାକୁ ମିଳିଛି ।

ଜନ୍ମାଷ୍ଟମୀରେ ସାରଥୀଙ୍କୁ ପୂଜାର୍ଚ୍ଚନା କରିଛନ୍ତି ଅନୁଗତ । କେନ୍ଦ୍ରାପଡ଼ା ଜିଲ୍ଲା ବାରିମୂଳରେ ସାରଥୀ ଓରଫ ସନ୍ତୋଷ ରାଉଳଙ୍କ ଅନୁଗତ ପୂଜାର୍ଚ୍ଚନା କରିଛନ୍ତି । ସାରଥୀଙ୍କ କିଛି ଅନୁଗତ ଏକାଠି ହୋଇ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଆୟୋଜନ କରିଛନ୍ତି । ଏହା ସହିତ ହୋମ ଯଜ୍ଞ ମଧ୍ୟ କରିଛନ୍ତି ।
ସେହିପରି ପାରାଦ୍ୱୀପ ପିପ୍ପଳ ଗାଁରେ ମଧ୍ୟ ନନ୍ଦ ଉତ୍ସବରେ ସିଂହାସନରେ ଶ୍ରୀକୃଷ୍ଣଙ୍କ ମୂର୍ତ୍ତି ସହ ସାରଥିଙ୍କ ଫଟୋ ରଖି ପୂଜାର୍ଚ୍ଚନା କରାଯାଉଛି । ଏଥିରେ ପାରାଦୀପ ଓ କେନ୍ଦ୍ରାପଡ଼ା ଅଞ୍ଚଳରୁ ଶତାଧିକ ସାରଥୀ ଅନୁଗତ ଯୋଗ ଦେଇଛନ୍ତି । ହୋମଯଜ୍ଞ, ଧ୍ୟାନ ଓ ସାମୂହିକ ପ୍ରାର୍ଥନା ଚାଲିଥିବା ବେଳେ ଶେଷରେ ଦହିହାଣ୍ଡି ଭଙ୍ଗା ହେବ ବୋଲି ସୂଚନା ମିଳିଛି ।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications