ଡିଜି-ଆଇଜି ସମ୍ମିଳନୀ: ଭୁବନେଶ୍ବରରେ ପହଞ୍ଚିଲେ ଅଜିତ ଡୋଭାଲ
ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ ଭୁବନେଶ୍ୱରରେ ଶୁକ୍ରବାର ୩୦ ତାରିଖରେ ଆରମ୍ଭ ହୋଇ ଡିସେମ୍ବର ୧ ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ । ଏଥିରେ ଯୋଗଦେବା ପାଇଁ ଶୁକ୍ରବାର ଭୁବନେଶ୍ବରରେ ପହଞ୍ଚିଛନ୍ତି ଏନଏସ୍ଏ ଅଜିତ ଡୋଭାଲ। ଏହି ଅବସରରେ କମିଶନରେଟ ପୋଲିସ ପକ୍ଷରୁ ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ଭୁବନେଶ୍ୱର ଆସିବାର କାର୍ଯ୍ୟକ୍ରମ ରହିଛି। ଶୁକ୍ରବାର ଅପରାହ୍ନ ୪ଟା ୨୦ରେ ମୋଦି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି ା ଗୁରୁବାର ଭୁବନେଶ୍ୱରରେ ୩ଟି ରାଜ୍ୟର ପ୍ରତିନିଧିଙ୍କ ସମେତ ପ୍ରାୟ ୩୦ରୁ ଅଧିକ ଅଧିକାରୀ ପହଞ୍ଚି ସାରିଲେଣି। ଗୋଇନ୍ଦା ନିର୍ଦ୍ଦେଶକ ତପନ ଡେକା ମଧ୍ୟ ପହଞ୍ଚି ସାରିଛନ୍ତି। ତେଣୁ ସମସ୍ତଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏପରି କି ଅତିଥିଙ୍କୁ ସ୍ବାଗତ ଓ ସହାୟତା ପାଇଁ ବିମାନବନ୍ଦରରେ କମିଶନରେଟ ପୋଲିସ ପକ୍ଷରୁ କ୍ୟାମ୍ପ ସାଙ୍ଗକୁ ୨ଟି ହେଲ୍ପ ଡେସ୍କ ଖୋଲାଯାଇଛି। ସେହିପରି ସହରର ସମସ୍ତ ଏଣ୍ଟ୍ରି ପଏଣ୍ଟକୁ ସିଲ କରି ପୋଲିସ ଓ ବିଏସଏଫ କଡ଼ା ଯାଞ୍ଚ କରୁଛନ୍ତି।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications