ବିଧାନସଭା ସୁରକ୍ଷା ଯାଞ୍ଚ କଲେ ଡିଜିପି ଅରୁଣ ଷଡ଼ଙ୍ଗୀ; ୭୫ ପୋଲିସ ଅଧିକାରୀଙ୍କ ସହ ୮ ପ୍ଲାଟୁନ୍ ହେବେ ମୁତୟନ
ଜୁନ୍ ୧୮, ୧୯ରେ ବିଧାୟକଙ୍କ ଶପଥପାଠ, ୨୦ରେ ବାଚସ୍ପତି ନିର୍ବାଚନ । ବିଧାନ ସୌଧ ପରିସରରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ପୋଲିସ ଡିଜି ।
ଏହି ତିନି ଦିନିଆ ଅଧିଶେନ ପାଇଁ ବିଧାନସୌଧର ଭିତର ଓ ପରିସରର ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କରିଛନ୍ତି ପୋଲିସ ମହା ନିର୍ଦ୍ଦେଶକ ଅରୁଣ ଷଡଙ୍ଗୀ । ଗୃହ ପରିସରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
ସୁରକ୍ଷା ବ୍ୟବସ୍ଥାର ଦାୟିତ୍ୱରେ ଅଛନ୍ତି ପୋଲିସ କମିଶନର ସଞ୍ଜିବ ପଣ୍ଡା । ପୋଲିସ କମିସନର ନିଜେ ସୁରକ୍ଷା ଦାୟିତ୍ୱରେ ରହିବେ । ସନ୍ଧାନୀ କୁକୁର, ବୋମା ନିଷ୍କ୍ରିୟକାରୀ ଟିମ୍ ମଧ୍ୟ ନିୟୋଜିତ କରାଯାଇଛନ୍ତି ।
ବିଧାନସଭା ଜଗିବେ ୮ ପ୍ଲାଟୁନ୍ । ବିଧାନସଭା ସୁରକ୍ଷା ଯାଞ୍ଚ କଲେ ଡିଜିପି ଅରୁଣ ଷଡ଼ଙ୍ଗୀ । ୩ ଦିନିଆ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ ପରେ ପ୍ରତିକ୍ରିୟା ରଖିଲେ ଡିଜିପି । ୭୫ ପୋଲିସ ଅଧିକାରୀଙ୍କ ସହ ୮ ପ୍ଲାଟୁନ୍ ମୁତୟନ ରହିବେ ବୋଲି ସେ କହିଛନ୍ତି।

ତିନିଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ ବୋଲି ସେ କହିଛନ୍ତି । କେବଳ ପାସଧାରୀ ପ୍ରବେଶ କରିବେ । ସେହିପରି ୧୮ ଓ ୧୯ରେ ଶପଥ ପାଠ ହେବ । ୨୦ରେ ବାଚସ୍ପତି ନିର୍ବାଚନ ହେବ ।
-
୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା, ଆଜି ପାଇଁ ଆଲର୍ଟ ଜାରି -
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଶୀଘ୍ର କରନ୍ତୁ ଏହି କାମ -
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଲେ ମୋକିମ୍, କହିଲେ...... -
ଆଉ ଆଲୋଚନା ନୁହେଁ, ଆମେ ପାକିସ୍ତାନଠାରୁ ପ୍ରତିଶୋଧ ନେବୁ... କାବୁଲରେ ଆକ୍ରମଣ ପରେ ତାଲିବାନ କଲା ଘୋଷଣା -
ଇରାନ-ଆମେରିକା ଯୁଦ୍ଧ, ଗିରଫ ହେଲେ ୧୯ ଭାରତୀୟ -
ମହାପ୍ରଭୁଙ୍କ ଦର୍ଶନ କଲେ ଦିଲୀପ ରାୟ: କହିଲେ… -
ଖଡଗେଙ୍କୁ ପ୍ରଶଂସା କଲେ ମୋଦୀ, କହିଲେ ତାଙ୍କ ପାଖରୁ...... -
ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ! -
Rajya Sabha Election : ୪ ବିଜୟୀ ନେତାଙ୍କୁ ମିଳିଲା ସାର୍ଟିଫିକେଟ୍ -
ଗୁଜୁରାଟ ମୁନ୍ଦ୍ରା ବନ୍ଦରରେ ପହଞ୍ଚିଲା ଶିବାଲିକ୍ ଏଲ୍ପିଜି ଟ୍ୟାଙ୍କର












Click it and Unblock the Notifications