Get Updates
Get notified of breaking news, exclusive insights, and must-see stories!

ଆସନ୍ତାକାଲି ଠାରୁ ସ୍ବାଭାବିକ ହେବ ଧାନମଣ୍ଡି

ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ । ତେବେ କାଲିଠାରୁ ସ୍ବାଭାବିକ ହେବ ଧାନ ମଣ୍ଡିରୁ ଧାନ ଉଠାଣ । ଏନେଇ ସୂଚନା ଦେଲେ ମିଲର୍ସ ସଂଘ ସମ୍ପାଦକ ଲକ୍ଷ୍ମୀ ନାରାୟଣ ଦାସ । ସେ କହିଛନ୍ତି ଯେ, ୧୫ ଦିନ ଭିତରେ ସରକାର ଦାବି ପୂରଣ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି । ତେଣୁ ଆମେ ଆନ୍ଦୋଳରୁ ଓହିରିଗଲୁ ।

paddy

ଯଦି ୧୫ ଦିନ ଭିତରେ ଦାବି ପୂରଣ ନ ହେଲେ ବୈଠକ କରି ନିଷ୍ପତ୍ତି ନେବୁ । ଆମର ଆଶା ସରକାର ଦାବି ପୂରଣ କରିବେ । ୭ ଦିନ ଭିତରେ ବକେୟା ଟଙ୍କା ଦେବା ନେଇ ଚିଠି କରିଛନ୍ତି ବୋଲି ମିଲର୍ସ ସଂଘ ସମ୍ପାଦକ ସୂଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+