Get Updates
Get notified of breaking news, exclusive insights, and must-see stories!

Dhanu Yatra: ଧନୁଯାତ୍ରା ସ୍ଥାୟୀ ରାଜମହଲ ନିର୍ମାଣ ପାଇଁ ୧୨ କୋଟି ୭୯ଲକ୍ଷ ଟଙ୍କା ମଞ୍ଜୁର

ସର୍ବବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜ ମହଲ ନିର୍ମାଣ ପାଇଁ ରାଜ୍ୟ ସରକାର ୧୨କୋଟି ୭୯ଲକ୍ଷ ୩୧ହଜାର ୯ଶହ ଟଙ୍କା ମଞ୍ଜୁର କରିଛନ୍ତି । ବରଗଡ଼ ବିଧାୟକ ଅଶ୍ବିନୀ କୁମାର ଷଡଙ୍ଗୀ ତାଙ୍କ ଫେସ୍‌ବୁକ ଆକାଉଣ୍ଟ ପେଜରେ ଏହି ସୂଚନା ଦେଇଛନ୍ତି ।

Dhanu Yatra

ଏଥିପାଇଁ ବିଧାୟକ ଷଡଙ୍ଗୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କୁ କୃତଜ୍ଞତା ଜଣାଇବା ସହିତ ଏହା ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରାକୁ ଆହୁରି ଭବ୍ୟ ଓ ସମୃଦ୍ଧ କରିବ ବୋଲି ସେ କହିଛନ୍ତି । ବରଗଡ଼ ନିଶାମଣି ହାଇସ୍କୁଲ ପଡ଼ିଆରେ ରାଜମହଲ ନିର୍ମାଣ କରାଯିବା ନେଇ ପ୍ରସ୍ତାବ ରହିଛି ବୋଲି ଏନେଇ ପ୍ରକାଶିତ ଚିଠିରେ ଉଲ୍ଲେଖ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+