ମା ସମଲେଇଙ୍କୁ ଦର୍ଶନ କଲେ ଧର୍ମେନ୍ଦ୍ର

ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ଚଳଚଂଚଳ ହୋଇଛି ଓଡିଶା ରାଜନୀତି । ଓଡ଼ିଶା ଲୋକସଭା ନିର୍ବାଚନ ପାଇଁ ବିଜେପି ତାହାର ପ୍ରାର୍ଥୀ ତାଲିକା ଘୋଷଣା କରିଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭା କ୍ଷେତ୍ରରୁ ନିର୍ବାଚନ ଲଢ଼ିବେ ବୋଲି ଦଳ ପକ୍ଷରୁ ତାଲିକା ମଧ୍ୟ ପ୍ରକାଶ ପାଇଛି।

dharmendra pradhan

ଆଜି ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗତକାଲିି ରାତିରେ ସମ୍ବଲପୁର ପହଞ୍ଚିବା ପରେ ଆଜି ମା' ସମଲେଇଙ୍କ ଦର୍ଶନ କରିଛନ୍ତି ଧର୍ମେନ୍ଦ୍ର । ସମ୍ବଲପୁର ଲୋକସଭା ଆସନ ପାଇଁ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁ ଘୋଷଣା ହେବା ପରେ ପ୍ରଥମ ଥର ପାଇଁ ସମ୍ବଲପୁର ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ ।

ମା ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି କେନ୍ଦ୍ରମନ୍ତ୍ରୀ । ଏହାପରେ ଡାଇରିଆରେ ଆକ୍ରାନ୍ତ ହୋଇ ବୁର୍ଲା ମେଡିକାଲରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କୁ ଭେଟିବେ ଧର୍ମେନ୍ଦ୍ର ପ୍ରଧାନ । ପରେ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ କର୍ମୀଙ୍କ ସହ ହୋଲି ଖେଳିବାର କାର୍ଯ୍ୟକ୍ରମ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+