ଓଡ଼ିଶା ବିଶ୍ବବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

ଓଡ଼ିଶା ବିଶ୍ବବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ ଶିକ୍ଷାମନ୍ତ୍ରୀଙ୍କ ଚିଠି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଇନରେ ଥିବା ଅସଙ୍ଗତି ଦୂର ସହ ଆବଶ୍ୟକ ସଂଶୋଧନ କରିବାକୁ ଚିଠି । ଶିକ୍ଷାନୁଷ୍ଠାନଗୁଡ଼ିକର ସ୍ବାୟତ୍ତତାକୁ ସୁରକ୍ଷିତ ରଖିବାକୁ ଚିଠିରେ ଅନୁରୋଧ । ଶିକ୍ଷାର ମାନଦଣ୍ଡ ବଜାୟ ରଖିବାକୁ ସଂଶୋଧନ ଗୁରୁତ୍ବପୂର୍ଣ୍ଣ ବୋଲି ସେ କହିଛନ୍ତି ।

dharmendra pradhan
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+