ଶ୍ରମିକଙ୍କ ଉପରେ ମାଡ଼ିଗଲା ବସ୍, ୩ ମୃତ
Accident News: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଆକାଳେ ଚାଲିଗଲା ୩ ଶ୍ରମିକଙ୍କ ଜୀବନ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ଖଇରାମୁଣ୍ତା ନିକଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ବସ୍ । ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଯେଉଁ ଉଭୟଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ମୃତକମାନେ ହେଲେ ପରଜଙ୍ଗ ଥାନା ମୁଣ୍ତେଇଲୋ ପଞ୍ଚାୟତ ଅନ୍ତର୍ଗତ ନାଉପାଳକାଟେଣୀ ଗାଁର ସାଗର ପ୍ରଧାନ, ପିନୁ ସାହୁ ଏବଂ ସୁମନ୍ତ ପରିଡ଼ା ।

ସୂଚନା ଅନୁସାରେ, ୩ ଜଣ ବାଇକ ଯୋଗେ ଯାଉଥିବା ସମୟରେ ଦୁର୍ଘଟଣା ଘଟିଥିଲା । ବସଟି ବାଇକକୁ ଧକା ଦେଇଥିଲା ଫଳର ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ଢେଙ୍କାନାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଯେଉଁଠି ଡାକ୍ତରତାଙ୍କୁ ମୃତ ଘୋଷଣା କରିଥିଲେ । ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି । କ୍ଷତି ପୂରଣ ଦାବିରେ ସ୍ଥାନୀୟ ଲୋକ ରାସ୍ତା ଅବରୋଧ କରିଥିବା ନେଇ ସୂଚନା ରହିଛି, ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ଚେଷ୍ଟା କରୁଛି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ












Click it and Unblock the Notifications