ଦୀଘାରୁ ହଟୁ ଧାମ ; କୌଣସି ପରିସ୍ଥିତିରେ ଏହାକୁ ଜଗନ୍ନାଥ ଧାମ କୁହାଯାଇ ପାରିବ ନାହିଁ, ଗଜପତି ମହାରାଜା
ପରିଚାଳନା କମିଟି ବୈଠକ ପରେ ଗଜପତି ମହାରାଜାଙ୍କ ସୂଚନା । ଦୀଘା ଜଗନ୍ନାଥ 'ଧାମ' ନାମକରଣ ପ୍ରସଙ୍ଗରେ ରଖିଲେ ମତ ମହାରାଜ । କୌଣସି ପରିସ୍ଥିତିରେ ଏହାକୁ ଜଗନ୍ନାଥ ଧାମ କୁହାଯାଇ ପାରିବ ନାହିଁ । ଅନେକ ଜଗନ୍ନାଥ ମନ୍ଦିର ରହିଛି, କୌଣସି ଠାରେ ଏପରି ନାମକରଣ ହୋଇନି । ଆମ ମୁଖ୍ୟମନ୍ତ୍ରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ସାରିଛନ୍ତି । କେମିତି ଦୀଘାରୁ ଜଗନ୍ନାଥ ଧାମ ନାମ ହଟିବ ତାହା ରାଜ୍ୟ ସରକାର କରନ୍ତୁ ।













Click it and Unblock the Notifications