ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗ ; ଦ୍ବନ୍ଦ୍ବ ଦୂର କଲେ ଆଇନ ମନ୍ତ୍ରୀ, କହେ ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ

ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ ବୋଲି କହିଲେ ଆଇନ ମନ୍ତ୍ରୀ । ଦୀଘା ଜଗନ୍ନାଥ ମନ୍ଦିର ମୂର୍ତ୍ତି ନିର୍ମାଣ ନେଇ ଦ୍ବନ୍ଦ୍ବ ଦୂର କଲେ । ମହାରଣା ସେବକଙ୍କ ସହ ଆଲୋଚନା ପରେ ସ୍ପଷ୍ଟ ହୋଇଛି କହିଲେ । ମାତ୍ର ଅଢ଼େଇ ଫୁଟ ଉଚ୍ଚ ଦାରୁରେ ମୂର୍ତ୍ତି ନିର୍ମାଣ ଅସମ୍ଭବ' । ରାମକୃଷ୍ଣ ଦାସମହାପାତ୍ର ଏହା କହୁ କହୁ କହି ଦେଇଥିବା ଜଣାଇଛନ୍ତି' । ଭୁବନେଶ୍ବରର ସୁଦର୍ଶନ ମହରଣା ନିମ୍ବ କାଠରେ ମୂର୍ତ୍ତି ତିଆରି କରିଛନ୍ତି' । ଏହି ମୂର୍ତ୍ତି ନେଇ ରାମକୃଷ୍ଣ ଦାସମହାପାତ୍ର ଦୀଘାରେ ଦେଇଛନ୍ତି ।

Digha Jagannath Temple
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+