ଦୀଘା ଜଗନ୍ନାଥ ମନ୍ଦିର: ଓଡ଼ିଶା ସରକାରଙ୍କ ତଦନ୍ତ ନିର୍ଦ୍ଦେଶକୁ ସ୍ବାଗତ କଲେ ଶୁଭେନ୍ଦୁ, କହିଲେ ଏମିତି କିଛି

ତଦନ୍ତ ନିର୍ଦ୍ଦେଶକୁ ଶୁଭେନ୍ଦୁ ଅଧିକାରୀଙ୍କ ସ୍ବାଗତ । ପଶ୍ଚିମବଙ୍ଗ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ସ୍ବାଗତ ।ଓଡ଼ିଶା ସରକାରଙ୍କ ତଦନ୍ତ ନିର୍ଦ୍ଦେଶକୁ ସ୍ବାଗତ କଲେ ଶୁଭେନ୍ଦୁ । ବଳକା ନବକଳେବର ଦାରୁ ବ୍ୟବହାର ଜଗନ୍ନାଥ ସଂସ୍କୃତି ପ୍ରତି ଘୋର ଅପମାନ ହୋଇଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ନିମ୍ନସ୍ତରକୁ ଖସି ଯାଇଛନ୍ତି ପଶ୍ଚିମବଙ୍ଗ ସରକାର । ଦୀଘା ମନ୍ଦିରକୁ ଜଗନ୍ନାଥ ଧାମ ସାଂସ୍କୃତିକ କେନ୍ଦ୍ର ଭାବେ ଉପସ୍ଥାପନ' । ଭକ୍ତଙ୍କୁ ଭ୍ରମିତ କରିବାକୁ ପଶ୍ଚିମବଙ୍ଗ ସରକାର ଏପରି କରିଛନ୍ତି' ।

Digha Jagannath Temple

ପଶ୍ଚିମବଙ୍ଗ ସରକାରଙ୍କ ଦୋମୁହଁ ନୀତିର ପର୍ଦ୍ଦାଫାସ ହେବା ଉଚିତ୍‌' ।'ସାରା ଭାରତ ଓ ବିଶ୍ବରେ ଜଗନ୍ନାଥଙ୍କ ମନ୍ଦିର ରହିଛି, ସେଗୁଡ଼ିକ ଧାମ ନୁହନ୍ତି' । 'ଏକ ନୂଆ ଢାଞ୍ଚା ନିର୍ମାଣ କରି ଏହାକୁ ଧାମ ଭାବେ ନାମିତ କରାଯାଇପାରିବ ନାହିଁ' । ରାମକୃଷ୍ଣ ଦାସମହାପାତ୍ରଙ୍କ ଭୂମିକା ଉପରେ ବିଚାର ଆବଶ୍ୟକ' ।
ତାଙ୍କ କାର୍ଯ୍ୟ ଜଗନ୍ନାଥ ସଂସ୍କୃତି ପ୍ରତି ଘୋର ଅପମାନ ଆଣିଛି' । ପଦବୀର ଅପବ୍ୟବହାର କରି ଭକ୍ତଙ୍କ ବିଶ୍ବାସକୁ କ୍ଷୁର୍ଣ୍ଣ କରିଛନ୍ତି' ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+