ଭୁବନେଶ୍ବରରୁ UAEକୁ ସିଧା ବିମାନ ସେବା ଆରମ୍ଭ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବରରୁ ସିଧା ଆବୁଧାବିକୁ ଉଡ଼ିବ ବିମାନ । ଓଡ଼ିଶାରୁ ୟୁଏଇ ଯାଉଥିବା ଯାତ୍ରୀଙ୍କ ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବିମାନ ସେବା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବିମାନସେବାର ଶୁଭାରମ୍ଭ କରିଛନ୍ତି ।

mohan

ଭୁବନେଶ୍ୱର ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଆଜି ସକାଳ ୯ଟା ୩୫ ସମୟରେ ବିମାନ ଉଡ଼ାଣ ଆରମ୍ଭ କରିଥିଲା । ଗତ ୧୩ ବର୍ଷ ଧରି ସଂଯୁକ୍ତ ଆରବ ଏମିରେଟ୍ସରେ ବସବାସ କରୁଥିବା ପ୍ରବାସୀ ଓଡ଼ିଆ ପ୍ରିୟଦର୍ଶୀ ପାଣିଗ୍ରାହୀ ଅବୁଧାବି ଓ ଭୁବନେଶ୍ୱର ମଧ୍ୟରେ ପ୍ରଥମ ସିଧା ଉଡ଼ାଣରେ ଯାତ୍ରା କରିଛନ୍ତି । ନୂଆ ବିମାନ ଉଡ଼ିବା ଦ୍ବାରା ଯୋଗାଯୋଗ ସ୍ଥାପନ ସହ ବ୍ୟବସାୟିକ ସମ୍ପର୍କ ଆଶା ବଢ଼ିଛି । ସଂଯୁକ୍ତ ଆରବ ଏମିରେଟ୍ସରେ ସହ ସିଧାସଳଖ ବିମାନ ସେବା ଯୋଡ଼ି ହେବା ପରେ ଏବେ ନୂଆ ସମ୍ଭାବନା ଯୋଡ଼ି ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+