ସଠିକ୍ ହେବ ବିପର୍ଯ୍ୟୟ ଆକଳନ, ଓଡ଼ିଶାର ଆଉ ୩ଟି ସ୍ଥାନରେ ଲାଗିବ ଡପଲର ରାଡାର

ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ସୂଚନା ଦେଇଛନ୍ତି। ଓଡ଼ିଶାର ପାରାଦୀପ ଏବଂ ଗୋପାଳପୁରରେ ୨ଟି ଡପଲର ରାଡାର ରହିଛି।

Doppler radar

ବର୍ତ୍ତମାନ ଆଉ ୩ଟି ସ୍ଥାନରେ ଏହି ରାଡାର ଲାଗିବ। ଭୁବନେଶ୍ବର, ବାଲେଶ୍ବର ଏବଂ ସମ୍ବଲପୁରରେ ଖୁବଶୀଘ୍ର ଡପଲର ରାଡାର ଲାଗିବ। ଏହା ଦ୍ବାରା ପ୍ରାକୃତିକ ବିପର୍ଯ୍ୟୟ ଆକଳନ ଆହୁରି ସଠିକ ହୋଇପାରିବ।

ଅନ୍ୟପକ୍ଷରେ ଦେଶରେ ୭୩ଟି ରାଡାର ରହିଛି। ୨୦୨୬ ସୁଦ୍ଧା ଏହାକୁ ୧୨୬ରେ ପହଞ୍ଚାଇବା ପାଇଁ ସରକାରଙ୍କ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+